Posts

Showing posts with the label କଲେଜ ନିର୍ବାଚନ

ODISHA DGP Review Meeting update news: କଲେଜ ନିର୍ବାଚନ ସମ୍ପର୍କିତ ସୁରକ୍ଷା ବ୍ୟବସ୍ଥା ଓ ଆଇନଶୃଙ୍ଖଳା ଉପରେ ଡିଜିପି ଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ।

Image
ODISHA DGP Review Meeting for college election:  P ublished by: Greatfuture Info  Bhubaneswar, October 10,    ଆଜି ଭୁବନେଶ୍ଵରସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ଶ୍ରୀ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ କଲେଜ ନିର୍ବାଚନ ସମ୍ପର୍କିତ ସୁରକ୍ଷା ବ୍ୟବସ୍ଥା ଓ ଆଇନଶୃଙ୍ଖଳା ପରିସ୍ଥିତି ନେଇ ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି/ଡିଆଇଜିଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକରେ ଆସନ୍ତା ୧୫ ତାରିଖରେ ହେବାକୁ ଥିବା ଛାତ୍ର ସଂସଦ ନିର୍ବାଚନରେ କଲେଜ ପରିସରରେ ହିଂସା ରୋକିବା, ଶାନ୍ତିଶୃଙ୍ଖଳା ବଜାୟ ରଖିବା ଏବଂ ନିର୍ବାଚନ ପ୍ରକ୍ରିୟାକୁ ସୁରୁଖୁରୁରେ ସମ୍ପନ୍ନ କରିବା, ନିର୍ବାଚନ ପରବର୍ତ୍ତୀ ହିଂସା ରୋକିବା ଉପରେ ଡିଜିପି ଗୁରୁତ୍ୱାରୋପ କରିଥିଲେ। କଲେଜରେ କୌଣସି ହିଂସାତ୍ମକ ଘଟଣା ଘଟିବା ପରେ ପଦକ୍ଷେପ ନେବା ଅପେକ୍ଷା ଆଗୁଆ ସତର୍କତା ଅବଲମ୍ବନ କରି ହିଂସାକୁ ରୋକିବା ଉପରେ ପୋଲିସ ଗୁରୁତ୍ୱ ଦେବା ଆବଶ୍ୟକ ବୋଲି ଡିଜିପି କହିଥିଲେ। ଏଥିପାଇଁ ପୋଲିସ ଅଧିକାରୀମାନେ କଲେଜ କର୍ତ୍ତୃପକ୍ଷଙ୍କ ସହ ନିୟମିତ ଯୋଗାଯୋଗ ରଖିବା ସହ ଉତ୍ତେଜନାର ସମ୍ଭାବନା ଥିବା ସ୍ଥାନ ଓ ପରିସ୍ଥିତି ଉପରେ ସ୍ୱତନ୍ତ୍ର ନଜର ରଖିବାକୁ ଗୁରୁତ୍ୱ ଦେଇଥିଲେ । ଆବଶ୍ୟକସ୍ଥଳେ ତୁରନ୍ତ ହସ୍ତକ୍ଷେପ କରି ହିଂସା ରୋକିବାକୁ ସେ ନି...