Posts

Showing posts with the label ବର୍ଷଜଳ ନିଷ୍କାସନ

Odisha H&UD Dept.review meeting on Development latest news:ସହରାଞ୍ଚଳରେ ଗ୍ରୀଷ୍ମ ପ୍ରବାହ, ବନ୍ୟା ମୁକାବିଲା ଓ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥାର ଆଧୁନିକୀକରଣ ନେଇ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ।

Image
                            Odisha H&UD Dept.review meeting on Development latest news: I n Brief: ସହରାଞ୍ଚଳରେ ଗ୍ରୀଷ୍ମ ପ୍ରବାହ, ବନ୍ୟା ମୁକାବିଲା ଓ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥାର ଆଧୁନିକୀକରଣ ନେଇ ଉଚ୍ଚସ୍ତରୀୟ ବୈଠକ ତୁରନ୍ତ ଓ ଦୀର୍ଘମିଆଦୀ ପଦକ୍ଷେପ ସହ ସମନ୍ୱିତ କାର୍ଯ୍ୟାନୁଷ୍ଠାନ ଉପରେ ଗୁରୁତ୍ଵ ଭୁବନେଶ୍ୱର, ସେପ୍ଟେମ୍ବର ୨୨: ସହରାଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଓ ବନ୍ୟାର ମୁକାବିଲା ପାଇଁ ପ୍ରସ୍ତୁତି ଓ ପ୍ରଶମନ ରଣନୀତି ସହ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥାର ଆଧୁନିକୀକରଣ ନେଇ ଆଜି ଗୃହ ଓ ନଗର ଉନ୍ନୟନ ବିଭାଗର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଖାରବେଳ ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ଅଧ୍ୟକ୍ଷତା କରିଥିଲେ । ବୈଠକରେ ରାଜ୍ୟ ରିଲିଫ୍ କମିଶନର ଶ୍ରୀ ରାଜେଶ ପ୍ରଭାକର ପାଟିଲ, ପୌର ପ୍ରଶାସନ ନିର୍ଦ୍ଦେଶକ ଶ୍ରୀ ଅରିନ୍ଦମ ଡାକୁଆ, ବିଏମ୍‌ସି କମିଶନର ଶ୍ରୀ ଚଞ୍ଚଳ ରାଣା, ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଶ୍ରୀ ରବୀନ୍ଦ୍ର ସାହୁ, ଇଆଇସି , ପିଏଚ୍ଇଓ ଶ୍ରୀ ବିଳାସ ବେହେରା,  ଓ ଓଡବ୍ଲ୍ୟୁଏସ୍ଏସବି ଇଆଇସି ଶ୍ରୀ ଭାଗ୍ୟଧର ମହାନ୍ତିଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ...