Posts

Showing posts with the label ୱିଣ୍ଡର୍ଜି ଇଣ୍ଡିଆ ୨୦୨୬

Windergy India 2026 prize odisha news :ଶକ୍ତି କ୍ଷେତ୍ରରେ ସଫଳତା,ଓଡିଶା କୁ ୱିଣ୍ଡ ଇଣ୍ଡିଆ ୨୦୨୬ ପୁରସ୍କାର।

Image
Windergy India 2026 prize odisha news : Published by: Greatfuture Info ଭୁବନେଶ୍ୱର, ୮ ଅକ୍ଟୋବର: ଓଡ଼ିଶାର ସ୍ୱଚ୍ଛ ଶକ୍ତି ଅଭିଯାନ ଓ ନବୀକରଣଯୋଗ୍ୟ ଶକ୍ତି କ୍ଷେତ୍ରରେ ବିପୁଳ ସଫଳତା ସ୍ୱରୂପ ରାଜ୍ୟକୁ 'ୱିଣ୍ଡର୍ଜି ଇଣ୍ଡିଆ ୨୦୨୬' (Windergy India 2026) ସମ୍ମିଳନୀରେ ସମ୍ମାନଜନକ “ୱିଣ୍ଡ ଇଣ୍ଡିଆ ୨୦୨୬: ଲିଡରସିପ୍ ଇନ୍ ୱିଣ୍ଡ ଏନର୍ଜି ଡି-ରିସ୍କିଂ” (Leadership in Wind Energy De-risking) ପୁରସ୍କାରରେ ସମ୍ମାନିତ କରାଯାଇଛି। ଗ୍ରୀଡକୋର ପରିଚାଳନା ନିର୍ଦ୍ଦେଶକ ଡଃ ସତ୍ୟପ୍ରିୟ ରଥ, କେନ୍ଦ୍ର ନୂତନ ଏବଂ ନବୀକରଣୀୟ ଶକ୍ତି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କଠାରୁ ବିଶିଷ୍ଟ ଶିଳ୍ପପତି ଓ ସରକାରୀ ପଦାଧିକାରୀଙ୍କ ଉପସ୍ଥିତିରେ ଏହି ପୁରସ୍କାର ଗ୍ରହଣ କରିଛନ୍ତି। ଏହି ସଫଳତା ପାଇଁ ଉପ-ମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଖୁସି ବ୍ୟକ୍ତ କରିବା ସହ କହିଛନ୍ତି ଯେ, ଏହି ସମ୍ମାନ ଓଡ଼ିଶା ଅକ୍ଷୟ ଶକ୍ତି ନୀତି ଅଧୀନରେ ରାଜ୍ୟରେ ସ୍ୱଚ୍ଛ ଶକ୍ତି ରୂପାନ୍ତରଣକୁ ତ୍ୱରାନ୍ୱିତ କରିବା, ପୁଞ୍ଜିନିବେଶ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାରଙ୍କ ଦୃଢ଼ ସଂକଳ୍ପକୁ ପ୍ରତିଫଳିତ କରୁଛି। ୱିଣ୍ଡର୍ଜି ଇଣ୍ଡିଆ ୨୦୨୬ ଅବସରରେ ଓଡ଼ିଶାର ପବନ ଶକ୍ତିର ବିପୁଳ ସମ୍ଭାବନାକୁ ବିଶ୍ୱ ଓ ଦେଶର ନିବେଶକମାନଙ୍କ ଆଗରେ ଉପସ୍ଥାପନ କରିବା ପାଇଁ “ଓଡ଼ିଶା: ଇଣ୍ଡିଆଜ୍ ନେକ୍ସଟ୍ ୱିଣ୍ଡ ଡେ...