Posts

Showing posts with the label POSCO

Odisha CM Meet POSCO,JSW top leader: POSCO ଓ JSW ଗ୍ରୁପ୍‌ର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା ରେ ଓଡ଼ିଶା ସରକାରଙ୍କ ପ୍ରତିନିଧିମଣ୍ଡଳୀ।

Image
Odisha CM Meet POSCO,JSW top leader:  Published by:Greatfuture Info  ଭୁବନେଶ୍ୱର, ୨୩ ଅକ୍ଟୋବର : ଓଡ଼ିଶାକୁ ଏକ ପ୍ରମୁଖ ଶିଳ୍ପ ଓ ପୁଞ୍ଜିନିବେଶ କେନ୍ଦ୍ର ଭାବେ ଗଢ଼ିତୋଳିବା ଲକ୍ଷ୍ୟରେ ମୁମ୍ବାଇ ଗସ୍ତର ତୃତୀୟ ଦିନରେ POSCO ଓ JSW ଗ୍ରୁପ୍‌ର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କରିଛନ୍ତି ଓଡ଼ିଶା ସରକାରଙ୍କ ପ୍ରତିନିଧିମଣ୍ଡଳୀ। ଏହି ବୈଠକରେ POSCO Indiaର ମୁଖ୍ୟ ଶ୍ରୀ S. L. Chun, ମୁମ୍ବାଇ କାର୍ଯ୍ୟାଳୟର ପରିଚାଳନା ନିର୍ଦ୍ଦେଶକ ଶ୍ରୀ Jacy Kim ଏବଂ JSW ଗ୍ରୁପ୍‌ର ଅଧ୍ୟକ୍ଷ ଶ୍ରୀ ସଜ୍ଜନ ଜିନ୍ଦଲ ଯୋଗ ଦେଇଥିଲେ। ସୌହାର୍ଦ୍ଦ୍ୟପୂର୍ଣ୍ଣ ପରିବେଶରେ ହୋଇଥିବା ଏହି ଆଲୋଚନାରେ ଓଡ଼ିଶାରେ ଶିଳ୍ପ ବିକାଶ, ପୁଞ୍ଜିନିବେଶ ଏବଂ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟିର ସମ୍ଭାବନା ନେଇ ସକାରାତ୍ମକ ଆଶା ସୃଷ୍ଟି ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି, *“ଓଡ଼ିଶା ଶିଳ୍ପାୟନ ଓ ପୁଞ୍ଜିନିବେଶ ପାଇଁ ଏକ ଅନୁକୂଳ ଗନ୍ତବ୍ୟସ୍ଥଳ। ଆମ ସରକାର ନିବେଶକମାନଙ୍କୁ ଆବଶ୍ୟକ ସହଯୋଗ, ସୁବିଧା ଓ ଅନୁକୂଳ ପରିବେଶ ଯୋଗାଇଦେବାକୁ ପ୍ରତିବଦ୍ଧ। ଆମର ଲକ୍ଷ୍ୟ ହେଉଛି ରାଜ୍ୟରେ ଅଧିକ ପୁଞ୍ଜିନିବେଶ ଆଣିବା, ଯୁବପିଢ଼ିଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଏବଂ ଓଡ଼ିଶାର ଅର୍ଥନୈତିକ ବିକାଶକୁ ଆହୁରି ଗତିଶୀଳ କରିବା।”* POSCO ଓ JSW ପରି ପ୍ରମୁଖ ଶିଳ୍ପଗୋଷ୍ଠୀ ସହ ଏ...